ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ଭତ୍ତା ରାଶି, ଏଣିକି ପାଇବେ…

ଶ୍ୱର,୨।୧: ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନ ଦୁଇଗୁଣା ହୋଇଛି। କାରାବରଣ କରିଥିଲେ ୧୦ ହଜାର ବଦଳରେ ୨୦ ହଜାର ପାଇବେ। କାରାବରଣ କରି ନ ଥିଲେ ୯ ହଜାର ପରିବର୍ତ୍ତେ ୧୫ ହଜାର ପାଇବେ। ସେହିପରି ଜାତୀୟ ପେନସନ ପାଉଥିବା ସଂଗ୍ରାମୀ ୮ ହଜାର ଟଙ୍କା ପାଇବେ।

ಬಿಸಿ ಬಿಸಿ ಸುದ್ದಿ

ಕ್ರಿಕೆಟ್ ಲೈವ್ ಸ್ಕೋರ್

ಚಿನ್ನ ಮತ್ತು ಬೆಳ್ಳಿ ಬೆಲೆಗಳು